ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବ୍ରିଟେନର ପ୍ରଧାନମନ୍ତ୍ରୀ ଲିଜ ଟ୍ରସ ଇସ୍ତଫା ଦେଇଛନ୍ତି | ଦାୟିତ୍ୱ ଗ୍ରହଣର ମାତ୍ର ୪୫ ଦିନ ପରେ ଆଜି ଲିଜ ଟ୍ରସ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ବଜେଟକୁ ନେଇ ଜନ ଆକ୍ରୋଶର ଶିକାର ହୋଇଥିଲେ । ପ୍ରତିଶ୍ରୁତି ପାଳନରେ ଖିଲାପ ନେଇ ଅସନ୍ତୋଷ ଦେଖାଦେଇଥିଲା । ପ୍ରଧାନମନ୍ତ୍ରୀ ପଦ ସହିତ କଞ୍ଜରଭେଟିଭ ଦଳର ନେତା ପଦରୁ ମଧ୍ୟ ସେ ଇସ୍ତଫା ଦେଇଥିବା ସୂଚନା ମିଳୁଛି|






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..