ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ବେଳେ ସାମିଲ ହେବ ବିଜେଡି। ଏନେଇ ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। ନାମାଙ୍କନ ଦାଖଲ ସମୟରେ ମନ୍ତ୍ରୀ ଜଗନ୍ନାଥ ସାରକା ଓ ମନ୍ତ୍ରୀ ଟୁକୁନି ସାହୁ ଉପସ୍ଥିତ ରହିବା ସହ ନାମାଙ୍କନ ପତ୍ରରେ ସ୍ୱାକ୍ଷର କରିବେ।

ଏନେଇ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି । ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କରିବେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….