ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ ୩୦ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରିଛନ୍ତି । ବିଏମସି ଅତିରିକ୍ତ ଆୟୁକ୍ତଙ୍କୁ ମାଡ ଘଟଣାରେ ଗିରଫ ହୋଇଥିଲେ ଜଗନ୍ନାଥ । ଘଟଣାରେ ଗିରଫ ହୋଇ ୧୪ଦିନିଆ ବିଚାର ବିଭାଗୀୟ ହାଜତରେ ଥିଲେ ଜଗନ୍ନାଥ । ଏହି ଘଟଣାରେ ଅନ୍ୟ ୫ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିଲା । ଆଜି ସେମାନଙ୍କର ମଧ୍ୟ ଜାମିନ ଆବେଦନର ଶୁଣାଣି ହେବ ବୋଲି ସୂଚନା ମିଳିଛି ।






More Stories
ଚର୍ଚ୍ଚାରେ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟ: ଖାଲି ତିଖିରୀ ନା ସବୁ……
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ରାଷ୍ଟ୍ରପତିଙ୍କ ସହ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ…..