ରିପୋର୍ଟ କାର୍ଡ / ପୁରୀ
ବୈଶାଖ କୃଷ୍ଣପକ୍ଷ ଦ୍ୱାଦଶୀ ତିଥିରେ ସୋମବାର ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କୁ ପଇତା ଲାଗି କରାଯିବ। ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ବାଡ଼ଗ୍ରାହୀ ଦଇତାପତି ଏହି ନୀତି ସମ୍ପନ୍ନ କରିବେ। ଏଥିପାଇଁ ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି।






More Stories
୨୭ରୁ ପୁଣି ବଡ଼ ବର୍ଷା…..
ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ……
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..