ରିପୋର୍ଟକାର୍ଡ / ପୁରୀ
ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦକୁ ନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବାକୁ ଯାଉଛି । ଅପରାହ୍ନ ୫ଟାରେ ବୈଠକ ବସିବ । ଶୁକ୍ରବାର ଆଇନମନ୍ତ୍ରୀଙ୍କ ଚିଠି ପରେ ଶ୍ରୀମନ୍ଦିର ପ୍ରଶାସନ ଏପ୍ରସଙ୍ଗରେ ତତ୍ପରତା ଦେଖାଇଛି । ବୈଠକରେ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନ ହେବ । ବୈଠକରେ ତିନି ବାଡଗ୍ରାହୀ,ମହାରାଣା, ଦେଉଳକରଣ ଓ ପାଟ୍ଟଯୋଶୀ ମହାପାତ୍ର ଉପସ୍ଥିତ ରହିବେ ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……