ରିପୋର୍ଟ କାର୍ଡ / ପୁରୀ
ଆଜି ପ୍ରଥମାଷ୍ଟମୀ। ଘରେ ଘରେ ହଳଦୀ ପତ୍ରରେ ତିଆରି ହୋଇଛି ଏଣ୍ଡୁରୀ ପିଠା | ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି । ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି । ସେହିପରି ଶ୍ରୀମନ୍ଦିରରେ ପୋଢୁଆଁ ନୀତି ହୋଇଛି | ଏଥିପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳି ଶ୍ରୀମାଧବାନନ୍ଦଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର। ଆଜି ଖଣ୍ଟୁଆ ପାଟ ପିନ୍ଧି ପୋଢ଼ୁଆଁ
ହୋଇଛନ୍ତି ମହାପ୍ରଭୁ ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..