ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଜଗଦୀପ ଧନଖଡ଼ ଶପଥ ନେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଧନଖଡ଼ଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଉପରାଷ୍ଟ୍ରପତି ଭାବେ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ବୁଧବାର ଦିନ ଶେଷ ହୋଇଛି। ଉଲ୍ଲେଖ ଯୋଗ୍ୟ-ଗତ ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ହୋଇଥିଲା। ନିର୍ବାଚନରେ ଧନଖଡ଼ଙ୍କୁ ୫୨୮ ଭୋଟ୍ ମିଳିଥିଲା ଏବଂ ତାଙ୍କ ପ୍ରତିଦ୍ବନ୍ଦ୍ବୀ କଂଗ୍ରେସ ନେତ୍ରୀ ମାର୍ଗାରେଟ ଆଲ୍ଭାଙ୍କୁ ୧୮୨ ଭୋଟ୍ ମିଳିଥିଲା।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..