Uncategorized ଶପଥ ନେଲେ ଜୟ ଢୋଲକିଆ….. Report Card Bureau November 20, 2025 ରିପୋର୍ଟ କାର୍ଡ / ଭୁବନେଶ୍ୱରନୂଆପଡା ଉପନିର୍ବାଚନରେ ବିଜେପି ପାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି । ଆଜି ବିଧାନସଭାରେ ସେ ଶପଥ ନେଇଛନ୍ତି। ବିଧାୟକ ଭାବେ ଶପଥ ପାଠ କରାଇଛନ୍ତି ବାଚସ୍ପତି ସୁରମା ପାଢୀ। ବାପାଙ୍କ ଜନ୍ମଦିନରେ ଶପଥ ନେଇଛନ୍ତି ଜୟ ଢୋଲକିଆ।Continue ReadingPrevious ବିଧାୟକଙ୍କ ପରଲୋକ…..Next ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories Uncategorized ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!….. January 24, 2026 Report Card Bureau Uncategorized ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ….. January 21, 2026 Report Card Bureau Uncategorized ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ….. January 14, 2026 Report Card Bureau
More Stories
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..
ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ…..
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…..