ରିପୋର୍ଟ କାର୍ଡ / ଯାଜପୁର
ଭିଜିଲାନ୍ସ ଜାଲରେ ଫସିଛନ୍ତି କିରାଣି। ଜଣେ ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କବିରପୁର ସ୍ଥିତ ପୁରୁଷୋତ୍ତମପୁର ହାଇସ୍କୁଲ କିରାଣି ମହେଶ୍ୱର ସାମଲ । ପେନ୍ସନ୍ କାଗଜପତ୍ର କରାଇବାକୁ ଅବସରପ୍ରାପ୍ତ ଶିକ୍ଷକଙ୍କ ଠାରୁ ୪ ହଜାର ଲାଞ୍ଚ ନେଉଥିଲେ | ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଆସି ମହେଶ୍ୱର ସାମଲ ଲାଞ୍ଚ ନେବା ବେଳେ ଧରିଥିଲା । ଏହି ଘଟଣା ଅଧିକ ଖୋଳତାଡ଼ କରି ତଦନ୍ତ କରୁଛି ଭିଜିଲାନ୍ସ |






More Stories
ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା…..
TET କ୍ଲିୟର କରିବାକୁ ନିର୍ଦ୍ଦେଶ…..
ଗ୍ୟାସ୍ ଟ୍ରାଜେଡି:ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି,୧୦ ଲକ୍ଷ ସହାୟତା ରାଶି ଘୋଷଣା…..