ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା | ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ କୁଲଗାମ୍ ଜିଲ୍ଲାରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି | ସେହିପରି କିସ୍ତଓ୍ବାର ଜିଲ୍ଲାରେ ଜଣେ ହିଜବୁଲ୍ ମୁଜାହିଦ୍ଦିନ୍ ଆତଙ୍କବାଦୀ ସଂଗଠନର ସଦସ୍ୟଙ୍କୁ ଗିରଫ କରାଯାଇଛି। ମୃତ ପାକିସ୍ତାନୀ ଆତଙ୍କବାଦୀଙ୍କୁ ଉସ୍ମାନ ଭାବେ ଚିହ୍ନଟ କରାଯାଇଛି। ସେହିପରି ଗିରଫ ହୋଇଥିବା ମୁଜମିଲ୍ ଶାହାଙ୍କ ପାଖରୁ ଏକେ-୪୭ ରାଇଫଲ ସହିତ ୩୦ ଗୁଳି ଜବତ ହୋଇଥିବା କଶ୍ମୀର ପୋଲିସ ମହାନୀରିକ୍ଷକ ବିଜୟ କୁମାର ସୂଚନା ଦେଇଛନ୍ତି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……