ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାମ୍ମୁ-କାଶ୍ମୀର ରଜୌରି ସେକ୍ଟରରେ ଆତଙ୍କବାଦୀଙ୍କ ସହ ଯବାନଙ୍କର ମୁହାଁମୁହିଁ ହୋଇଛି | ଆତଙ୍କବାଦୀ ସହ ଯବାନଙ୍କର ଗୁଳି ବିନିମୟ ହୋଇଥିଲା । ଏହି ସଂଘର୍ଷରେ ୫ ଯବାନ ସହିଦ ହୋଇଛନ୍ତି। ରଜୌରି ସେକ୍ଟର ପୀରପଞ୍ଜଲ ରେଞ୍ଜ ଅଞ୍ଚଳରେ ଆକ୍ରମଣ କରିଥିଲେ ଆତଙ୍କବାଦୀ । ଆତଙ୍କବାଦୀ ବିରୋଧ ଅଭିଯାନ ବେଳେ ଗୁଳି ବିନିମୟ ହୋଇଥିଲା । ୫ ଯବାନ ସହିଦ ହୋଇଥିବା ନେଇ ସମ୍ବାଦ ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି |
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..