ରିପୋର୍ଟ କାର୍ଡ / ଢେଙ୍କାନାଳ
ସିକିମରେ ସହିଦ ହୋଇଥିବା ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଆଜି ଜନ୍ମମାଟିରେ ପହଞ୍ଚିବ। ସରୋଜଙ୍କ ପାର୍ଥିବ ଶରୀର ସିକିମରୁ ପ୍ରଥମେ ସିଧା ଭୁବନେଶ୍ୱର ଅଣାଯିବ। ତା’ପରେ ତାଙ୍କ ଜନ୍ମଭୂମି କାମାକ୍ଷାନଗରର କେନ୍ଦୁଢିପକୁ ଯିବ । ସେଠାରୁ ସହିଦଙ୍କ ପାର୍ଥିବ ଶରୀରକୁ ବିରାଟ ଶୋଭାଯାତ୍ରରେ ନିଜ ଗାଁକୁ ନିଆଯିବ। ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ତାଙ୍କ ଗାଁରେ ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି |






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..