ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଆଶ୍ୱସ୍ତି ମିଳିଛି । ସୁପ୍ରିମକୋର୍ଟରୁ ସାମୟିକ ଆଶ୍ୱସ୍ତି ପାଇଛନ୍ତି ଜୟନାରାୟଣ । ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସର୍ବୋଚ୍ଚ ଅଦାଲତ । ଟାଉନ ଥାନାରେ ରୁଜୁ ହୋଇଥିବା ମାମଲାରେ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..