ରିପୋର୍ଟ କାର୍ଡ / ପାଟନା
ଜେଡିୟୁ ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି ନୀତୀଶ କୁମାର। ଜେଡିୟୁ ବିଧାୟକ ଦଳ ବୈଠକରେ ନୀତୀଶ ନେତା ନିର୍ବାଚିତ ହୋଇଛନ୍ତି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ରେ ନୀତୀଶ କୁମାର ଶପଥ ନେବେ। ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ ଶପଥ ନେବେ।
More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..