ରିପୋର୍ଟ କାର୍ଡ / ପାଟନା
ଜେଡିୟୁ ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି ନୀତୀଶ କୁମାର। ଜେଡିୟୁ ବିଧାୟକ ଦଳ ବୈଠକରେ ନୀତୀଶ ନେତା ନିର୍ବାଚିତ ହୋଇଛନ୍ତି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ରେ ନୀତୀଶ କୁମାର ଶପଥ ନେବେ। ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ ଶପଥ ନେବେ।
More Stories
ବଡ଼ ଗେମ୍ ଖେଳିବ କଂଗ୍ରେସ!…..
ନିର୍ବାଚନରେ ଜିତିଲେ ଦିଦି;ଭାଜପା ଚିତ୍ପଟାଙ୍ଗ…..
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..