ରପୋର୍ଟ କାର୍ଡ / ଝାରସୁଗୁଡ଼ା
ଉପନିର୍ବାଚନ ପୂର୍ବରୁ କଂଗ୍ରେସର ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ ମିଶ୍ର। ଆଜି ଶ୍ରୀ ମିଶ୍ର ପିସିସି ସଭାପତିଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଥିବା ଜଣାପଡ଼ିଛି। ତେବେ କେଉଁ କାରଣ ପାଇଁ ଶ୍ରୀ ମିଶ୍ର ଇସ୍ତଫା ଦେଲେ ସ୍ପଷ୍ଟ କରିନାହାନ୍ତି। ଝାରସୁଗୁଡା ଉପ ନିର୍ବାଚନରେ ଶ୍ରୀ ମିଶ୍ର କଂଗ୍ରେସ ଟିକେଟ ପାଇବା ନେଇ ଆଶାୟୀ ଥିଲେ ଓ ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିବା କୁହାଯାଉଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….