ରିପୋର୍ଟ କାର୍ଡ / ଭୁବନେଶ୍ୱର
ଝାରସୁଗୁଡା ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ଆଜିଠାରୁ ଉପଜିଲ୍ଲାପାଳ ଅଫିସରେ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର କିଶୋର ଚନ୍ଦ୍ର ସ୍ୱାଇଁ। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଚାଲିବ ନାମଙ୍କନପତ୍ର ଦାଖଲ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନପତ୍ର ଦାଖଲ। ଯେଉଁ ହଲରେ ନାମାଙ୍କନପତ୍ର ଗ୍ରହଣ କରାଯିବ ସେଠାରେ ସିସିଟିଭି ବ୍ୟବସ୍ଥା କରାଯାଇଥିବା ସୂଚନା ଦିଆଯାଇଛି ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..