ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କଶ୍ମୀରରେ ହୋଇଛି ପ୍ରଥମ ବିଧାନସଭା ନିର୍ବାଚନ । ଏହି କେନ୍ଦ୍ର ଶାସିତ ପ୍ରଦେଶରେ ୧୦ ବର୍ଷ ପରେ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ୯୦ ସିଟ୍ରେ ହେଉଛି ମହାମୁକାବିଲା। ନ୍ୟାସନାଲ କନଫରେନ୍ସ ଓ କଂଗ୍ରେସର ମେଣ୍ଟ ୫୧ ସିଟ୍ରେ ଆଗରେ ରହିଥିବା ବେଳେ ବିଜେପି ୨୫ ରେ ରହିଛି |
More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..