ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ସାମ୍ବାଦିକ ଶରତ ମିଶ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ବରମୁଣ୍ଡା ହାଉସିଂବୋର୍ଡ ବାସଭବନରେ ଶ୍ରୀ ମିଶ୍ରଙ୍କ ମରଶରୀରକୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଦର୍ଶନ କରିଛନ୍ତି। ଗଞ୍ଜାମ ଜିଲ୍ଲା ସୋରଡ଼ାରେ ୧୯୩୬ ମସିହାରେ ଜନ୍ମ ଗ୍ରହଣ କରିଥିଲେ ଶରତ ମିଶ୍ର। ଶ୍ରୀ ମିଶ୍ର ଅନେକ ପତ୍ରପତ୍ରିକା ପାଇଁ ସାମ୍ବାଦିକତା କରିଛନ୍ତି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..