Report Card Odisha

| Daily Odia News

ଯୁଦ୍ଧରେ ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କ ମୃତ୍ୟୁ……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ ଖବର ସଂଗ୍ରହ ସମୟରେ ସାମ୍ୱାଦିକଙ୍କ ର ମୃତ୍ୟୁ ହୋଇଛି । ଘମାଘୋଟ ଯୁଦ୍ଧ ମଧ୍ୟରେ ଗ୍ରାଉଣ୍ଡ୍ ଜିରୋରୁ ରିପୋର୍ଟ ସଂଗ୍ରହ କରିବାକୁ ଯାଇଥିବା ଜଣେ ସାମ୍ୱାଦିକ। ଘଟଣା ସ୍ଥଳରେ ଥିବା ଜଣେ ରଏଟର୍ସ ଭିଡିଓ ସାମ୍ୱାଦିକଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ସାମ୍ବାଦିକ ଆହତ ହୋଇଥିବା ସୂଚନା ମିଳିଛି | ଲାଇଭ ଭିଡିଓ ସିଗନାଲ ଯୋଗାଉଥିବା ବେଳେ ସାମ୍ବାଦିକ ଇସାମ ଅବଦାଲ୍ଲାଙ୍କ ମୃତ୍ୟୁ ଘଟିଛି।

Breaking News