ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ୨୦୨୪ ଜୁନ୍ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି | ବିଜେପି କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏନେଇ ଆଜି ଗୃହମନ୍ତ୍ରୀ ଅମିତ ଶାହା ଘୋଷଣା କରିଛନ୍ତି । ଅମିତ ଶାହା କହିଛନ୍ତି ଯେ ଜାତୀୟ କାର୍ଯ୍ୟକାରିଣୀରେ ଜେପି ନଡ୍ଡାଙ୍କ ନାମରେ ପ୍ରସ୍ତାବ ଆସିଥିଲା । କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ପ୍ରସ୍ତାବ ରଖିଥିଲେ ଓ ସମସ୍ତ ବିଜେପି ସଦସ୍ୟ ଏହାକୁ ଗ୍ରହଣ କରିଥିଲେ । ୨୦୨୪ରେ ଦେଶରେ ସାଧାରଣ ନିର୍ବାଚନ ହେବାକୁ ଥିବାରୁ ବିଜେପି ନଡ୍ଡାଙ୍କ ଅଧିନରେ ନିର୍ବାଚନ ଲଢିବ ବୋଲି ସ୍ପଷ୍ଟ କରିଦେଇଛି ।
More Stories
ଭାଜପା ଜିତିଲେ ମୁସଲମାନ ବିଧାୟକଙ୍କୁ ବିଧାନସଭାରୁ ବାହାରକୁ ଫିଙ୍ଗି ଦିଆଯିବ…..
ରାଣ୍ୟାଙ୍କ ଡିଜିପି ବାପାଙ୍କ କହିବାନୁସାରେ ମୁଁ ସାହାଯ୍ୟ କରିଥିଲି…..
ୟୁକ୍ରେନ ସହ ଯୁଦ୍ଧ ବନ୍ଦ କରିବା ପୂର୍ବରୁ ସର୍ତ୍ତ ରଖିଲେ ପୁଟିନ୍…..