ରିପୋର୍ଟ କାର୍ଡ / ଭୁବନେଶ୍ବର
ଜୁନ୍ ୨୨ଅର୍ଥାତ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ଗୁରୁବାର ଅପରାହ୍ନରେ ଝାରସୁଗୁଡ଼ାରେ ପହଞ୍ଚିବେ ଜେ.ପି. ନଡ୍ଡା । ବରଗଡ଼ ସଂସଦୀୟ କ୍ଷେତ୍ରର କାର୍ଯ୍ୟକର୍ତ୍ତାଙ୍କ ବୈଠକରେ ଯୋଗଦେବେ ନଡ୍ଡା |ଝାରସୁଗୁଡ଼ାରେ ହେବ ବରଗଡ଼ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତାଙ୍କ ବୈଠକ । ଆସନ୍ତା ୨୩ରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଲାଲବାହାଦୁର ଷ୍ଟାଡିୟମରେ ଜନସଭାକୁ ସମ୍ବୋଧିତ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।






More Stories
ଇସ୍ରାଏଲକୁ ଉଡ଼ିବନି ଏୟାର ଇଣ୍ଡିଆ ବିମାନ…..
ନିର୍ବାଚନ ସମୟରେ ଭୋଟର ପରିଚୟ ପତ୍ର ଯାଞ୍ଚ କରିବେ ଯବାନ…..
ଆପ୍ ଦଳ ବିରୁଦ୍ଧରେ ସାଙ୍ଘାତିକ ଅଭିଯୋଗ ଆଣିଲେ ରାଘବ…..