ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୁପ୍ରିମ କୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡ଼ି.ୱାଇ ଚନ୍ଦ୍ରଚୂଡ଼ | ଦେଶର ୫୦ତମ ପ୍ରଧାନ ବିଚାରପତି | ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଚାରପତି ଚନ୍ଦ୍ରଚୂଡ଼ଙ୍କୁ ଭାରତର ପ୍ରଧାନ ବିଚାରପତି ଭାବେ ଶପଥ ପାଠ କରାଇଛନ୍ତି।ସେ ଦୁଇ ବର୍ଷ ପାଇଁ ଭାରତର ପ୍ରଧାନ ବିଚାରପତି ପଦବୀରେ ରହିବା ପରେ ୨୦୨୪ ନଭେମ୍ବର ୧୦ ତାରିଖରେ ଅବସର ଗ୍ରହଣ କରିବେ। ଉଲ୍ଲେଖ ଯୋଗ୍ୟ- ଭାରତର ୧୬ଶ ପ୍ରଧାନ ବିଚାରପତି ୟେଶ୍ୱନ୍ତ ବିଷ୍ଣୁ ଚନ୍ଦ୍ରଚୂଡ଼ଙ୍କ ପୁଅ ଧନଞ୍ଜୟ ୱାଇ. ଚନ୍ଦ୍ରଚୂଡ଼ ୨୦୧୬ ମେ ୧୩ ତାରିଖରେ ସୁପ୍ରିମ୍ କୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..