ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ । ଆୟୋଜିତ ହୋଇଥିବା ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲିଧରଙ୍କର ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ବଦଳି ହୋଇଛି। ଏହି ବୈଠକରେ ଦେଶର ସମୁଦାୟ ୫ ବିଚାରପତିଙ୍କ ବଦଳି ନେଇ ନିଷ୍ପତ୍ତି ନିଆଯାଇଛି। ଏବେ ଓଡିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଯଶୱନ୍ତ ସିଂହ |






More Stories
୧୦ରେ ରାଜ୍ୟ କ୍ୟାବିନେଟ୍…..
ସସ୍ମିତଙ୍କ ଇସ୍ତଫା ଗୃହୀତ…..
କୁଆପଥର ବର୍ଷା ସହ ଝଡ଼ପବନ…..