ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍ ଏନ୍ କୋଟିଶ୍ୱର ସିଂହ ଓ ଆର୍ ମହାଦେବନଙ୍କୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ଜଷ୍ଟିସ ଏନ କୋଟିଶ୍ୱର ସିଂହ ବର୍ତ୍ତମାନ ଜମ୍ମୁ-କଶ୍ମୀର ଏବଂ ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ବେଳେ ଜଷ୍ଟିସ ଆର ମହାଦେବନ ମାଡ୍ରାସ ହାଇକୋର୍ଟର ବିଚାରପତି ଅଛନ୍ତି। ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ସେମାନେ ନିଜ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଏହି ନିଯୁକ୍ତି କାର୍ଯ୍ୟକାରୀ ହେବ।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..