Report Card Odisha

| Daily Odia News

ଜଷ୍ଟିସ ସଙ୍ଗମ କୁମାର ସାହୁ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନୂଆ ନିଯୁକ୍ତି । ବିହାର ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜଷ୍ଟିସ ସଙ୍ଗମ କୁମାର ସାହୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ ତୁଲାଇ ଆସୁଥିଲେ ।

Breaking News