ରିପୋର୍ଟ କାର୍ଡ / କଟକ
ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି। ସୁପ୍ରିମକୋର୍ଟ କଲେଜିୟମ୍ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିସ କରିଛନ୍ତି। ଜଷ୍ଟିସ୍ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି।
More Stories
ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ନୋଟିସ୍…..
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..