ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। କମିଶନ ଅଧ୍ୟକ୍ଷଙ୍କ ନିଯୁକ୍ତି ପାଇଁ ୬ ସଦସ୍ୟ ବିଶିଷ୍ଟ କମିଟି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କ ନାମରେ ମୋହର ମାରିଛି |
More Stories
ଖଡଗେ-ନଡ୍ଡା ମୁହାଁମୁହିଁ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଆଜି ସଂସଦରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ…..