ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ତେଲାଙ୍ଗନା ବିଆରଏସ ନେତ୍ରୀ କେ କବିତା ଙ୍କୁ ଇଡି ତାଙ୍କୁ ଗିରଫ କରିଥିବା ବେଳେ ଏବେ ସିବିଆଇ ଗିରଫ କରିଛି। ଆଜି ସିବିଆଇ ତାଙ୍କୁ ତିହାର ଜେଲରୁ ଗିରଫ କରିଥିବା ସୂଚନା ମିଳିଛି। ନିକଟରେ ତଦନ୍ତକାରୀ ସଂସ୍ଥା ସିବିଆଇ ଜେଲରେ କବିତାଙ୍କୁ ପଚରାଉଚରା କରୁଥିଲା। ଏକାଧିକ ବାର ପଚରାଉଚରା କରିବାର କିଛି ଦିନ ପରେ ଗିରଫ କରିନେଇଛି। ସିବିଆଇ ମଧ୍ୟ ତାଙ୍କୁ ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗିରଫ କରିଛି।






More Stories
ପୁଣି ହେବ ଲକ୍ଡାଉନ୍ !…..
ଭୟଙ୍କର ବିମାନ ଦୁର୍ଘଟଣା…..
ଇରାନର ୩ ସର୍ତ୍ତ ମାନିଲେ ବଞ୍ଚିବ…..