ରିପୋର୍ଟ କାର୍ଡ / ଭୁବନେଶ୍ବର
ଏଣିକି ଭୁବନେଶ୍ୱରରୁ କଳାହାଣ୍ଡିକୁ ବିମାନ ଚଳାଚଳ କରିବ । ବହୁ ପ୍ରତିକ୍ଷିତ ଉତ୍କେଲା ଏୟାରପୋର୍ଟରୁ ବିମାନ ଚଳାଚଳ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସୂଚନା ଅନୁସାରେ, କେନ୍ଦ୍ର ସରକାରଙ୍କ ‘ଉଡ଼ାନ୍’ ଯୋଜନାରେ ଏହାର ଭିଭିଭୂମି ପ୍ରସ୍ତୁତି ଶେଷ ହୋଇଥିବାବେଳେ ଡିଜିସିଏ ବିମାନ ଉଡ଼ାଣ ନିମନ୍ତେ ସବୁଜ ସଙ୍କେତ ଦେଇଛନ୍ତି। ଟର୍ସ, ବାରାକ, ଅଗ୍ନିଶମ କାର୍ଯ୍ୟାଳୟ ଭଳି ଅନ୍ୟାନ୍ୟ ଭିତ୍ତିଭୂମି କାମ ପ୍ରାୟ ସରିଯାଇଛି। କେବଳ ଉଢ଼ାଣକୁ ଅପେକ୍ଷା ରହିଥିବା ନେଇ ସୂଚନା ମିଳିଛି |






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..