ରିପୋର୍ଟ କାର୍ଡ / କଳାହାଣ୍ଡି
କଳାହାଣ୍ଡିଜିଲ୍ଲାରେ ଜଣେ ପୋଲିସ କର୍ମଚାରୀଙ୍କ ଆତ୍ମହତ୍ୟା କରିଛନ୍ତି । ଆଜି ସକାଳେ ତାଙ୍କର ସରକାରୀ କ୍ୱାର୍ଟର୍ସରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେହି ପୋଲିସ କର୍ମଚାରୀ ହେଲେ ଗୋଲାମୁଣ୍ଡା ଥାନା ଦଶପୁର ଫାଣ୍ଡି ଓଏପିଏଫ୍ ଯବାନ ଦେବରାଜ ନାଏକ । ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତକଙ୍କ ଘର ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଅଞ୍ଚଳରେ। ଘଟଣାସ୍ଥଳରେ ଗୋଳାମୁଣ୍ଡା ଥାନା ଅଧିକାରୀ ଓ ଏସଡିପିଓ ତଦନ୍ତ ଚଳାଇଛନ୍ତି।






More Stories
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..