ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ “କଳିଙ୍ଗ ସୁପର କପ୍” ଫୁଟବଲ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। କଳିଙ୍ଗ ଷ୍ଟାଡିୟମ ଠାରେ “କଳିଙ୍ଗ ସୁପର କପ୍” ଫୁଟବଲ ଟୁର୍ଣ୍ଣାମେଣ୍ଟ ଖେଳାଯିବ। ଏହି ପ୍ରତିଯୋଗିତା ଆସନ୍ତା ୧୮ ଏପ୍ରିଲ ଠାରୁ ଆରମ୍ଭ ହୋଇ ୨୮ ଏପ୍ରିଲ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ଅଲ ଇଣ୍ଡିଆ ଫୁଟବଲ ଫେଡ଼େରେସନ ତରଫରୁ ସୂଚନା ଦିଆଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..