Report Card Odisha

| Daily Odia News

କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ……

ରିପୋର୍ଟ କାର୍ଡ / କଟକ

ଚୌଦ୍ଵାର ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି। ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଏକ୍ସପ୍ରେସ୍‌ ର ୧୧ଟି ବଗି ଲାଇନ୍ ଚ୍ୟୁତ ହୋଇଥିବା ନେଇ ପୂର୍ବତନ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ।

Breaking News