ରିପୋର୍ଟ କାର୍ଡ / କଟକ
ଚୌଦ୍ଵାର ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି। ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଏକ୍ସପ୍ରେସ୍ ର ୧୧ଟି ବଗି ଲାଇନ୍ ଚ୍ୟୁତ ହୋଇଥିବା ନେଇ ପୂର୍ବତନ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ।
More Stories
ଘରୋଇ ବସ୍ ମାଲିକ ସଂଘର ଚେତାବନୀ…..
ପ୍ରେମ ପାଇଁ ଥାର ଚଢ଼ାଇ ହତ୍ୟା…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……