Report Card Odisha

| Daily Odia News

ଆଇଇଡି ବିସ୍ଫୋରଣରେ ୨ ଯବାନ ଆହତ…..

ରିପୋର୍ଟ କାର୍ଡ / କନ୍ଧମାଳ 

କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ସିର୍ଲା ଜଙ୍ଗଲରେ ଆଇଇଡି ବିସ୍ଫୋରଣରେ ଦୁଇ ଜଣ ଏସଓଜି ଯବାନ ଆହତ ହୋଇଛନ୍ତି। ଆଜି ସକାଳେ ନକ୍ସଲ ବିରୋଧୀ ଅପରେସନ୍ ଚାଲିଥିବା ବେଳେ ଏହି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣରେ ୨ ଜଣ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଉଦ୍ଧାର ପରେ ବାଲିଗୁଡ଼ା ଡାକ୍ତରଖାନାକୁ ପଠାଯାଇଥିଲା।

Breaking News