ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କନ୍ନଡା ଟେଲି ଅଭିନେତ୍ରୀ ସୌଜନ୍ୟା ଆତ୍ମହତ୍ୟା କରିଛନ୍ତି । ଆଜି ତାଙ୍କ ବାଙ୍ଗାଲୋରସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ପୋଲିସ କବାଟ ଭାଙ୍ଗି ତାଙ୍କ ମୃତ ଦେହ ଉଦ୍ଧାର କରିଛି । ସୌଜନ୍ୟାଙ୍କ ସୁସାଇଡ ନୋଟ ପୋଲିସ କୁ ମିଳିଛି । ଏଥିପାଇଁ ସେ କାହାକୁ ଦାୟୀ କରି ନାହାନ୍ତି । ମୋର ପ୍ରିୟ ପରିବାରବର୍ଗ ମୁଁ ନେଇଥିବା ଏହି କଠୋର ପଦକ୍ଷେପ ପାଇଁ କ୍ଷମା ମାଗୁଛି ବୋଲି ଲେଖିଛନ୍ତି । ପୋଲିସ ଘଟଣାର ତଦନ୍ତ ଜୋରସୋରରେ ଆରମ୍ଭ କରିଦେଇଛି ପୋଲିସ । ସୌଜନ୍ୟା ଦୀର୍ଘ ଦିନ ଧରି ମାନସିକ ଚାପରେ ଥିଲେ ବୋଲି ଜଣାପଡିଛି |






More Stories
ଅଭିଜିତ୍ ମଜୁମଦାରଙ୍କ ପରଲୋକ…..
ଅପରାଜିତାଙ୍କୁ ବସନ୍ତ ନାୟକ ସ୍ମୃତି ସମ୍ମାନ…..
ଟିକସ ଛାଡ଼ ହେଲା “ଧୁରନ୍ଧର”…..