ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରପ୍ରଦେଶ ସ୍ଥିତ କାନପୁର ନଗର ଥାନା ଅନ୍ତର୍ଗତ ଫଜଲଗଞ୍ଜରେ ସ୍ଥିତ ଏକ କାରଖାନାରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ୨ ଜଣଙ୍କ ଚିକିତ୍ସା ଜାରି ରହିଛି। ଖବର ପାଇବା ମାତ୍ରେ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ହୋଇ ଅନେକ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲେ। ଏଥିରେ ପ୍ରାୟ ୧୧ ଜଣଙ୍କୁ ଉଦ୍ଧାର କରାଯାଇ ଥିବା ସୂଚନା ମିଳିଛି |






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..