ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦିଲ୍ଲୀର ଇନ୍ଦ୍ରଲୋକ ଅଞ୍ଚଳରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଥିବା ନେଇ ସୂଚନା ମିଳିଛି । ଏକ କାରଖାନାରେ ଭୀଷଣ ଅଗ୍ନିକାଣ୍ଡ ଘଟି ଚାରିପାଖ ଧୂଆଁମୟ ହୋଇ ଯାଇଛି। ଖବର ପାଇ ଦମକଳ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ତେବେ ଏଥିରେ ଏଯାଏଁ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ସେନେଇ କୌଣସି ସୂଚନା ମିଳି ନାହିଁ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..