ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ରେ ହାଜର ହେବେନାହିଁ | କେଜ୍ରିୱାଲ୍ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗୱନ୍ତ୍ ମାନ୍ଙ୍କ ସହିତ ନିର୍ବାଚନ ହେବାକୁ ଥିବା ମଧ୍ୟପ୍ରଦେଶ ରାଜ୍ୟକୁ ଯାଇ ‘ରୋଡ୍ସୋ’ କରିବେ ବୋଲି ଜାତୀୟ ଗଣମାଧ୍ୟମରୁ ରିପୋର୍ଟ ମିଳିଛି |
More Stories
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..
ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଏସ୍ଓପି…..
ରାଜ୍ୟ ସରକାରଙ୍କୁ ଜୋରିମାନା…..