ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତାମିଲନାଡୁ ବିଧାନସଭା ନିର୍ବାଚନରେ ଆମ୍ ଆଦମୀ ପାର୍ଟି (ଆପ୍) ଆବାହକ ଅରବିନ୍ଦ କେଜରିୱାଲ ଡିଏମକେ ପାଇଁ ପ୍ରଚାର କରିବେ। ଏଥିପାଇଁ କେଜରିୱାଲ ଏପ୍ରିଲ ୨୦ ଓ ୨୧ରେ ତାମିଲନାଡୁ ଗସ୍ତ କରିବେ। ସେ ଡିଏମ୍କେ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଏକେ ଷ୍ଟାଲିନଙ୍କ ସହିତ ମିଶି ବିଭିନ୍ନ ରାଲିକୁ ସମ୍ବୋଧନ କରିବେ। ଏହି ନିର୍ବାଚନରେ ଆପ୍ ପକ୍ଷରୁ କୌଣସି ପ୍ରାର୍ଥୀ ଦିଆଯାଇ ନାହିଁ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..