ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଆଜି କେନ୍ଦ୍ର ସରକାର କେନ୍ଦ୍ର କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି | ମହଙ୍ଗା ଭତ୍ତାକୁ ୧୭ ପ୍ରତିଶତରୁ ୨୮ ପ୍ରତିଶତକୁ ବଢାଇ ଦେଇଛନ୍ତି। ସୂଚନା ଅନୁଯାୟୀ ଗତ ବର୍ଷ ଏହାକୁ ବନ୍ଦ କରାଯିବା ପରେ କେନ୍ଦ୍ର କ୍ୟାବିନେଟ୍ ଡିଏ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଏହା ଏକ ଆଶ୍ବସ୍ତିକର ଖବର ନିଶ୍ଚିତ। ପୂର୍ବରୁ ଜୁଲାଇ ମାସରେ ମହଙ୍ଗା ଭତ୍ତା ବୃଦ୍ଧି କରାଯିବା ନେଇ ଅନୁମାନ କରାଯାଉଥିଲା।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……