ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ରାଜ୍ୟସଭା ସଂସଦୀୟ ଦଳର ନେତା ଭାବେ ନିଯୁକ୍ତି ପାଇଛନ୍ତି। ବିଜେପିର ବରିଷ୍ଠ ନେତା ଥାୱରଚାନ୍ଦ ଗେହଲୋଟ୍ଙ୍କ ସ୍ଥାନରେ ଅବସ୍ଥାପିତ ହୋଇଛନ୍ତି। ପୂର୍ବରୁ ଥାୱରଚନ୍ଦ ଗେହଲଟ ରାଜ୍ୟସଭାରେ ବିଜେପି ସଂସଦୀୟ ଦଳ ନେତା ଭାବେ କାମ କରୁଥିଲେ। ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଥାୱରଚାନ୍ଦ ଗେହଲୋଟ୍ ରବିବାର ଦିନ କର୍ଣ୍ଣାଟକର ୧୯ ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ପୀୟୁଷ ଗୋୟଲ ୨୦୧୦ ମସିହାରୁ ରାଜ୍ୟସଭାର ସଦସ୍ୟ ରହିଆସିଛନ୍ତି।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..