ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଗରଦପୁର ବ୍ଲକ କୁଦାନଗରୀ ହାଇସ୍କୁଲରେ ବଜ୍ରପାତ ହେବାରୁ ୧୬ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪ଜଣ ଆହତ ହୋଇଥିବାବେଳେ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଛି। ସମସ୍ତଙ୍କୁ ପାଟକୁରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସା ପରେ ୧୪ଜଣ ଛାତ୍ରଛାତ୍ରୀ ସୁସ୍ଥ ହୋଇଥିବାବେଳେ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ସଂକଟାପନ୍ନ ଥିବା ଛାତ୍ରଙ୍କୁ କେନ୍ଦ୍ରାପଡ଼ା ମେଡ଼ିକାଲକୁ ଚିକିତ୍ସା ପାଇଁ ପଠାଯାଇଥିବା ସୂଚନା ମିଳିଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..