ରିପୋର୍ଟ କାର୍ଡ / ପିପିଲି
ଭାର୍ଗବୀ ନଦୀରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ପିପିଲି ନିମାପଡା ମୁଖ୍ୟ ରାସ୍ତା ଭାର୍ଗବୀ ବ୍ରିଜ୍ ତଳେ ଅଭାବନୀୟ ଘଟଣା ଘଟିଛି। କେହି ଦୁର୍ବୁତ୍ତ ଯୁବକ ଜଣଙ୍କୁ ହତ୍ୟା କରିବା ପରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ବଳଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..