ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବୁଧବାର ଜମ୍ମୁକଶ୍ମୀରର କିସ୍ତୱର ବାଦଳଫଟା ବର୍ଷା ଯୋଗୁ ଭୂସ୍ଖଳନ ପ୍ରଭାବରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୬ ଥିବା ନେଇ ସ୍ଥାନୀୟ ପ୍ରଶାସନର ପ୍ରାଥମିକ ତଦନ୍ତରୁ ଜଣାପଡିଛି । ବର୍ଷା ଯୋଗୁ ସମ୍ପୃକ୍ତ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି। ଏହି ଖବର ପାଇବା ମାତ୍ରେ ପୋଲିସ, ସେନା, ଏନଡିଆରଏଫ, ନାଗରିକ ପ୍ରଶାସନ ଏବଂ ସ୍ଥାନୀୟ ଲୋକମାନେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା କହିଛନ୍ତି। ନିଖୋଜ ଲୋକଙ୍କୁ ଖୋଜିବା ପାଇଁ ଉଦ୍ୟମ ଚାଲିଛି ବୋଲି ଜଣେ ଅଧିକାରୀ କହିଛନ୍ତି। ସରକାରୀ ସୂତ୍ରରୁ ପ୍ରକାଶ ଯେ ନିଖୋଜ ବ୍ୟକ୍ତିଙ୍କ ମୃତ୍ୟୁ ହେବାର ଆଶଙ୍କା ରହିଛି






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..