ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ ବିଜେଡି। ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା ପରିସର। SCB ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି କରିଛନ୍ତି। ଏହାସହ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀ ହୋହଲ୍ଲା କରିଛନ୍ତି। ଫଳରେ ପ୍ରଶ୍ନକାଳ ଚାଲିପାରି ନାହିଁ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ……
ରାଇରଙ୍ଗପୁରରେ ରାଷ୍ଟ୍ରପତି,ଆଜି ଆସିବେ ପ୍ରଧାନମନ୍ତ୍ରୀ…..
ପିଲାଙ୍କ ବହିରେ ଭୁଲ୍ ;ତନାଘନା ଆରମ୍ଭ……