ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଖ୍ରୀଷ୍ଟମାସ ପରଦିନ ଅର୍ଥାତ୍ ଡିସେମ୍ବର ୨୬ ତାରିଖକୁ ଛୁଟି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ସରକାର। ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟ ସରକାରୀ କାର୍ଯ୍ୟାଳୟ, ସ୍ଥାନୀୟ ସଂସ୍ଥା, କର୍ପୋରେସନ୍ ବୋର୍ଡ ଏବଂ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ବିଭିନ୍ନ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ, ସମସ୍ତ ସ୍କୁଲ, କଲେଜ ୨୬ ତାରିଖରେ ବନ୍ଦ ରହିବ।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..