ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କୋରାପୁଟ କଫିକୁ ଆଜି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୨୭ତମ ମନ କି ବାତ୍ କାର୍ଯ୍ୟକ୍ରମ ଜରିଆରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କୋରାପୁଟ କଫିକୁ ପ୍ରଶଂସା କରି କହିଛନ୍ତି ଓଡିଶାର କୋରାପୁଟ କଫି ଅତ୍ୟନ୍ତ ସ୍ଵାଦିଷ୍ଟ। କୋରାପୁଟ କଫି ହେଉଛି ଓଡିଶାର ଗୌରବ। ଚା ସହିତ କୋରାପୁଟ କଫି କଥା କହିଛନ୍ତି ପିଏମ୍ ମୋଦୀ। ଅନେକ ଲୋକ ଚାକିରି ଛାଡି କଫି ଚାଷରେ ମନ ବଳାଉଛନ୍ତି। କଫି ଚାଷରେ ମହିଳାଙ୍କ ସହଭାଗିତାକୁ ମୋଦୀ ପ୍ରଶଂସା କରିଛନ୍ତି। ଆଜିର ସମୟରେ କୋରାପୁଟ କଫିରୁ ବହୁ ଲାଭ ମିଳୁଛି।






More Stories
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..
କୌଣସି ଲକ୍ଡାଉନ୍ ହେବନି…..
ଶପଥ ନେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ….