ରିପୋର୍ଟ କାର୍ଡ / କୋରାପୁଟ
ଆଜି କୋଟିଆରେ ପଶି ଆନ୍ଧ୍ରପ୍ରଦେଶ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବାବଦରେ ବୁଝାଇଛନ୍ତି ଆନ୍ଧ୍ରର ଉପ ମୁଖ୍ୟମନ୍ତ୍ରୀ ପିଡ୍ଡିକା ରାଜନ୍ନା ଦୋରା | ଆନ୍ଧ୍ରପ୍ରଦେଶ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାରେ କିପରି କାର୍ଯ୍ୟକାରିତା କରୁଛି ତାହାକୁ ନେଇ ସମୀକ୍ଷା କରୁଛନ୍ତି । ସୂଚନା ଅନୁସାରେ କୋଟିଆ ପଂଚାୟତର ଧୂଳିପଦର ଗାଁରେ ଉପମୁଖ୍ୟମନ୍ତ୍ରୀ ପହଂଚି ଲୋକଙ୍କୁ ଜଗନ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ବୁଝାଇବା ସହ ପ୍ରଦତ୍ତ ଭତ୍ତା, ରାସନ, ପାନୀୟ ଜଳ, ବିଦ୍ୟୁତ, ଅଙ୍ଗନବାଡି, ସ୍କୁଲ ଓ ଆମ୍ମା ବାଡି ଏବଂ ଜଙ୍ଗଲଜମି ପଟ୍ଟା ଭଳି ଯୋଜନାର ହିତାଧିକାରୀଙ୍କ ପାଖକୁ ଯାଇ ସେମାନଙ୍କର ଆଉ କ’ଣ ସମସ୍ୟା ରହିଛି ତାହାର ସମୀକ୍ଷା କରିଛନ୍ତି |






More Stories
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..