ରିପୋର୍ଟ କାର୍ଡ / କଳାହାଣ୍ଡି
ଲାଞ୍ଚ ନେଇ ଭିଜିଲାନ୍ସ ଜଳରେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଆଶୁତୋଷ ମିଶ୍ର । କଳାହାଣ୍ଡି ମହୁଲପାଟଣା ଫାଣ୍ଡି ପୁର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେଶ ରଫା ଦଫା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଥିଲା କଟକ ଭିଜିଲାନ୍ସ ଟିମ୍ । ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର ଏଏସଆଇ ଠାରୁ ୩ ଲକ୍ଷ ଦାବି କରୁଥିଲେ । ଆଜି ତାଙ୍କ ଟିଭି ସେଣ୍ଟର ପଡା ବାସଗୃହରେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା ।






More Stories
ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ…..
କାର୍କୁ ଘୋଷାଡ଼ି ନେଲା ଟ୍ରକ…..
ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର….